ଆଜିର ଖବର ଆଜି ଅକ୍ଟୋବର ୧୨ ତାରିଖ ରବିବାରରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଖରାପ ଖବର ମେଷ- ପରିଶ୍ରମର ଫଳ ମିଠା ହେବ। ସାମାଜିକ କାର୍ଯ୍ୟରେ ଆଗ୍ରହୀ ହେବେ। ଆପଣଙ୍କପ ସମ୍ମାନ ମିଳିବ। ବ୍ୟବସାୟ ଇଚ୍ଛାକୃତ ଲାଭ ପ୍ରଦାନ କରିବ। ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପରିଚୟ…