ଅନ୍ତରାଷ୍ଟ୍ରୀୟ ଶିକ୍ଷା ଓ ଦକ୍ଷତା କ୍ଷେତ୍ରରେ ସହଯୋଗୀ ହେବା ପାଇଁ ଆମେରିକୀୟ କମ୍ପାନୀ ଏବଂ ଶିକ୍ଷାନୁଷ୍ଠାନକୁ ନିମନ୍ତ୍ରଣ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ୟୁଏସ ଇଣ୍ଡିଆ ବିଜନେସ କାଉନସିଲ ଏବଂ ସାଉଥ ଏସିଆ ଇଣ୍ଟରନ୍ୟାସନାଲ ଆଫେୟାର୍ ୟୁଏସ…