ଜାତୀୟ ଖବର ଶିକ୍ଷାକୁ କର୍ମସଂସ୍ଥାନ ଓ ଔଦ୍ୟୋଗିକ ସାମର୍ଥ୍ୟ ସହ ସଂଯୋଗ କରିବା ପାଇଁ ବଜେଟରେ ହୋଇଛି ଉଦ୍ୟମ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି।…