ବିଶେଷ ଖବର ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ: ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ ଭୁବନେଶ୍ବର: ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ। ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ…