ଶିକ୍ଷା ମହଲରେ ଶୋକର ଛାୟା

ରଣପୁର: ରଣପୁର ବ୍ଲକରେ ଆଜି ଦୁଇ ଜଣ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ଅକାଳ ବିୟୋଗ ଘଟଣା ସମଗ୍ର ଶିକ୍ଷା ମହଲକୁ ଶୋକାକୁଳ କରିଦେଇଛି। ଆଜି ସକାଳେ ରଣପୁର ଗୋପାଳପୁର ଉଚ୍ଚ…