ଆଜିର ଖବର ଖୋର୍ଦ୍ଧା: ବିସ୍ଫୋରଣରେ ଦୁଇ ଶିଶୁ ଗୁରୁତର ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳ କୁମାରବସ୍ତ ଗ୍ରାମରେ ଭୟଙ୍କର ବିସ୍ଫୋରଣ ଘଟିଛି। ଜାଗର ପାଇଁ ଠାକୁର ଘରେ ଥିବା ବାଣ ବିସ୍ପୋରଣ ଦୁଇ ଶିଶୁ ଗୁରୁତର ହୋଇଥିବା ବେଳେ…