ବିଶେଷ ଖବର ‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର କଟକ: ରାଜ୍ୟରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଟ୍ରାଫିକ୍ ନିୟମକୁ କଡ଼ାକଡ଼ି ପାଳନ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଛି ‘ଶୂନ୍ ମୃତ୍ୟୁ ସପ୍ତାହ’। ୨୦୨୬ ସେପ୍ଟେମ୍ବରରୁ ୨୦୨୭…