ଆଜିର ଖବର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଶ୍ରଦ୍ଧାଳୁଙ୍କ ଚାଲିଗଲା ଜୀବନ ପୁରୀ: ଆଜି ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମହାପ୍ରଭୁଙ୍କ ଦର୍ଶନ ପରେ ଜଣେ ଭକ୍ତଙ୍କର ଜୀବନ ଚାଲିଗଲା। ମହାପ୍ରଭୁଙ୍କ ଦର୍ଶନ ତାଙ୍କ ପାଇଁ ଶେଷ ଦର୍ଶନ…