ଆଜିର ଖବର ବାଲୁଗାଁରେ ଆମ ପୋଲିସ କାର୍ଯ୍ୟକ୍ରମ ବାଲୁଗାଁ: ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଥାନା ପରିସରରେ ଥାନା ଅଧିକାରିଣୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୋଲିସ ଓ ଜନସାଧାରଣ ମଧ୍ୟରେ…