ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ

ଭୁବନେଶ୍ୱର: ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ୍ (ଏବିଡିଏମ) ଅନ୍ତର୍ଗତ ସ୍ୱାସ୍ଥ୍ୟ ରେକର୍ଡ ଲିଙ୍କେଜ୍ ବର୍ଗରେ ଏମ୍ସ ଭୁବନେଶ୍ୱରକୁ ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ କରାଯାଇଛି।…