ଆଜିର ଖବର ବିଗତ ୯ ବର୍ଷରେ ଷ୍ଟାର୍ଟଅପ୍ ଇଣ୍ଡିଆର ପରିବର୍ତ୍ତନକାରୀ ଯୋଜନା ଅଗଣିତ ଯୁବବର୍ଗଙ୍କୁ ସଶକ୍ତ କରିଛି: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଷ୍ଟାର୍ଟଅପ୍ ଇଣ୍ଡିଆର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ସଫଳତା ଉପରେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ୯…