ଆଜିର ଖବର ଷ୍ଟ୍ରିଟ୍ ଲାଇଟ୍ ଲଗାଇବାରେ ଦୁର୍ନୀତି: ଭିଜିଲାନସ ବିଭାଗର ତଦନ୍ତ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପୁରୁଷୋତ୍ତମପୁର ବ୍ଲକ୍ର ବିଭିନ୍ନ ପଂଚାୟତରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବାରେ ଅନିୟମିତତା ହୋଇଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହିକ୍ରମରେ ବ୍ରହ୍ମପୁର ଭିଜିଲାନସ…