Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୮ ହଜାର ୭୭୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦ ହଜାର ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮୭୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୮୮୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪ ହଜାର ୨୨୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪୬

ବାଲେଶ୍ଵର ଜିଲ୍ଲାରୁ- ୨୭୮

ବରଗଡ ଜିଲ୍ଲାରୁ- ୭୬

ଭଦ୍ରକ ଜିଲ୍ଲାରୁ- ୧୩୮

ବଲାଙ୍ଗୀରି ଜିଲ୍ଲାରୁ- ୨୧୬

ବୌଦ୍ଧ ଜିଲ୍ଲାରୁ- ୧୫

କଟକ ଜିଲ୍ଲାରୁ – ୮୭୦

ଦେବଗଡ ଜିଲ୍ଲାରୁ- ୧୮

ଢେଙ୍କାନାଳ ଜିଲ୍ଲାରୁ- ୫୦

ଗଜପତି ଜିଲ୍ଲାରୁ- ୮୨

ଗଞ୍ଜାମ ଜିଲ୍ଲାରୁ- ୧୫୪

ଜଗତସିଂହପୁର ଜିଲ୍ଲାରୁ- ୧୪୨

ଯାଜପୁର ଜିଲ୍ଲାରୁ- ୨୧୨

ଝାରସୁଗୁଡା ଜିଲ୍ଲାରୁ- ୨୧୯

କଳାହାଣ୍ଡି ଜିଲ୍ଲାରୁ- ୧୨୩

କନ୍ଧମାଳ ଜିଲ୍ଲାରୁ- ୩୬

କେନ୍ଦ୍ରାପଡା ଜିଲ୍ଲାରୁ- ୫୧

କେନ୍ଦୁଝର ଜିଲ୍ଲାରୁ- ୧୦୯

ଖୋର୍ଦ୍ଧା ଜିଲ୍ଲାରୁ- ୩୧୮୮

କୋରାପୁଟ ଜିଲ୍ଲାରୁ- ୧୫୫

ମାଲକାନଗିରି ଜିଲ୍ଲାରୁ- ୧୭

ମୟୂରଭଞ୍ଜ ଜିଲ୍ଲାରୁ- ୪୨୩

ନବରଙ୍ଗପୁର ଜିଲ୍ଲାରୁ- ୧୨୨

ନୟାଗଡ ଜିଲ୍ଲାରୁ- ୧୦୨

ନୂଆପଡା ଜିଲ୍ଲାରୁ- ୬୬

ପୁରୀ ଜିଲ୍ଲାରୁ- ୨୧୬

ରାୟଗଡା ଜିଲ୍ଲାରୁ- ୧୩୧

ସମ୍ବଲପୁର ଜିଲ୍ଲାରୁ- ୫୭୦

ସୋନପୁର ଜିଲ୍ଲାରୁ- ୧୦୬

ସୁନ୍ଦରଗଡ ଜିଲ୍ଲାରୁ- ୧୩୪୮

ଷ୍ଟେଟ ପୁଲରୁ- ୭୨୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧ ହଜାର ୬୦୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୭୩୨ ଏବଂ ବର୍ତ୍ତମାନ ୪୪ ହଜାର ୩୪୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଗତକାଲି ଠାରୁ ଆଜି ଆଉ ୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୩ ହଜାର ୬୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪ ହଜାର ୭୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୫୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୯୫୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨୨

ବାଲେଶ୍ଵର ଜିଲ୍ଲାରୁ- ୧୨୩

ବରଗଡ ଜିଲ୍ଲାରୁ- ୫୬

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୯୯

ବୌଦ୍ଧ ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ – ୩୬୦

ଦେବଗଡ ଜିଲ୍ଲାରୁ- ୩୬

ଢେଙ୍କାନାଳ ଜିଲ୍ଲାରୁ- ୯

ଗଜପତି ଜିଲ୍ଲାରୁ- ୩୨

ଗଞ୍ଜାମ ଜିଲ୍ଲାରୁ- ୭୦

ଜଗତସିଂହପୁର ଜିଲ୍ଲାରୁ- ୬୩

ଯାଜପୁର ଜିଲ୍ଲାରୁ- ୮୩

ଝାରସୁଗୁଡା ଜିଲ୍ଲାରୁ- ୧୫୪

କଳାହାଣ୍ଡି ଜିଲ୍ଲାରୁ- ୧୫

କନ୍ଧମାଳ ଜିଲ୍ଲାରୁ- ୧୩

କେନ୍ଦ୍ରାପଡା ଜିଲ୍ଲାରୁ- ୧୦

କେନ୍ଦୁଝର ଜିଲ୍ଲାରୁ- ୪୩

ଖୋର୍ଦ୍ଧା ଜିଲ୍ଲାରୁ- ୧୬୧୯

କୋରାପୁଟ ଜିଲ୍ଲାରୁ- ୬୫

ମାଲକାନଗିରି ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧୩

ନବରଙ୍ଗପୁର ଜିଲ୍ଲାରୁ- ୩୭

ନୟାଗଡ ଜିଲ୍ଲାରୁ- ୩୪

ନୂଆପଡା ଜିଲ୍ଲାରୁ- ୩୨

ପୁରୀ ଜିଲ୍ଲାରୁ- ୧୧୯

ରାୟଗଡା ଜିଲ୍ଲାରୁ- ୩୧

ସମ୍ବଲପୁର ଜିଲ୍ଲାରୁ- ୪୩୭

ସୋନପୁର ଜିଲ୍ଲାରୁ- ୪୬

ସୁନ୍ଦରଗଡ ଜିଲ୍ଲାରୁ- ୬୬୨

ଷ୍ଟେଟ ପୁଲରୁ- ୩୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୦ ହଜାର ୮୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୨୩୧ ଏବଂ ବର୍ତ୍ତମାନ ୧୬୧୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଓମିକ୍ରନ୍ ଅପଡେଟ୍: ଜାଣନ୍ତୁ କେଉଁ ରାଜ୍ୟରେ କେତେ ଲୋକ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ମାରାତ୍ମକ କରୋନା ଭାଇରସର ବିପଜ୍ଜନକ ଭାରିଆଣ୍ଟ ଓମିକ୍ରନ୍ ମାମଲା ଦିନକୁ ଦିନ ବଢିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍, ଓମିକ୍ରନ୍ ଦେଶର ୨୭ ଟି ରାଜ୍ୟକୁ ବ୍ୟାପିଛି ଯେଉଁଠାରେ ୩ ହଜାର ୭୧ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ଏହି ଭାରିଆଣ୍ଟରେ ସଂକ୍ରମିତ ୧୨୦୩ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସବୁଠାରୁ ବଡ କଥା ହେଉଛି ବର୍ତ୍ତମାନ ପର୍ଯ୍ୟନ୍ତ ଏହି ପ୍ରକାରରୁ ଦେଶରେ ଦୁଇଟି ମୃତ୍ୟୁ ନିଶ୍ଚିତ ହୋଇଛି।

ଦେଶରେ ଓମିକ୍ରନ୍ ଭାରିଆଣ୍ଟର ସର୍ବଶେଷ ସ୍ଥିତି:

ମୋଟ ମାମଲା- ୩୦୭୧
ସମୁଦାୟ ପୁନରୁଦ୍ଧାର – ୧୨୦୩
ସମୁଦାୟ ରାଜ୍ୟ- ୨୭
ମୃତ୍ୟୁ – ୨

କେଉଁ ରାଜ୍ୟରେ କେତେ ଲୋକ ସଂକ୍ରମିତ:

ମହାରାଷ୍ଟ୍ର- ମୋଟ ମାମଲା ୮୭୬, ସୁସ୍ଥ ୩୮୧
ଦିଲ୍ଲୀ- ମୋଟ ମାମଲା ୫୧୩, ସୁସ୍ଥ ୫୭
କର୍ଣ୍ଣାଟକ – ମୋଟ ମାମଲା ୩୩୩, ସୁସ୍ଥ ୨୬
ରାଜସ୍ଥାନ – ମୋଟ ମାମଲା ୨୯୧, ସୁସ୍ଥ ୧୫୯
କେରଳ – ମୋଟ ମାମଲା ୨୦୪, ସୁସ୍ଥ ୧୫୧
ଗୁଜୁରାଟ- ମୋଟ ମାମଲା ୨୦୪, ସୁସ୍ଥ ୧୧୨
ତେଲେଙ୍ଗାନା- ମୋଟ ମାମଲା ୧୨୩, ସୁସ୍ଥ ୪୭
ତାମିଲନାଡୁ – ମୋଟ ମାମଲା ୧୨୧, ସୁସ୍ଥ ୧୨୧
ହରିୟାଣା- ମୋଟ ମାମଲା ୧୧୪, ସୁସ୍ଥ ୮୩
ଓଡ଼ିଶା- ମୋଟ ମାମଲା ୬୦, ସୁସ୍ଥ ୫
ଉତ୍ତରପ୍ରଦେଶ- ମୋଟ ମାମଲା ୩୧, ସୁସ୍ଥ ୬
ଆନ୍ଧ୍ରପ୍ରଦେଶ – ମୋଟ ମାମଲା ୨୮, ସୁସ୍ଥ ୬
ପଶ୍ଚିମବଙ୍ଗ- ମୋଟ ମାମଲା ୨୭, ସୁସ୍ଥ ୧୦
ଗୋଆ – ମୋଟ ମାମଲା ୧୯, ସୁସ୍ଥ ୧୯
ଆସାମ – ମୋଟ ମାମଲା ୯, ସୁସ୍ଥ ୯
ମଧ୍ୟପ୍ରଦେଶ – ମୋଟ ମାମଲା ୯, ସୁସ୍ଥ ୯
ଉତ୍ତରାଖଣ୍ଡ- ମୋଟ ମାମଲା ୮, ସୁସ୍ଥ ୫
ଆନ୍ଧ୍ରପ୍ରଦେଶ – ମୋଟ ମାମଲା ୬, ସୁସ୍ଥ ୧
ମେଘାଳୟ – ମୋଟ ମାମଲା ୪, ସୁସ୍ଥ ୩
ଆଣ୍ଡାମାନ ଏବଂ ନିକୋବର – ମୋଟ ମାମଲା ୩, ସୁସ୍ଥ ୦
ଚଣ୍ଡିଗଡ଼ – ମୋଟ ମାମଲା ୩, ସୁସ୍ଥ ୩
ଜାମ୍ମୁ କାଶ୍ମୀର – ମୋଟ ମାମଲା ୩, ସୁସ୍ଥ ୩
ପୁଡୁଚେରୀ – ମୋଟ ମାମଲା ୨, ସୁସ୍ଥ ୨
ପଞ୍ଜାବ – ମୋଟ ମାମଲା ୨, ସୁସ୍ଥ ୨
ହିମାଚଳ – ମୋଟ ମାମଲା ୧, ସୁସ୍ଥ ୧
ଲଦାଖ- ମୋଟ ମାମଲା ୧, ସୁସ୍ଥ ୧
ମଣିପୁର – ମୋଟ ମାମଲା ୧, ସୁସ୍ଥ ୧

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଦ୍ରୁତଗତିରେ ବଢୁଛି କରୋନା, କେବଳ ଖୋର୍ଦ୍ଧରେ ୨୬୩: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୬୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୩୪

ବରଗଡ ଜିଲ୍ଲାରୁ- ୧୪

ବଲାଙ୍ଗୀରି ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ – ୫୯

ଦେବଗଡ ଜିଲ୍ଲାରୁ- ୯

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧୨

ଜଗତସିଂହପୁର ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୭

ଝାରସୁଗୁଡା ଜିଲ୍ଲାରୁ- ୨୫

କେନ୍ଦ୍ରାପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୨୬୩

କୋରାପୁଟ ଜିଲ୍ଲାରୁ- ୯

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪୨

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୬୯

ଷ୍ଟେଟ ପୁଲରୁ- ୬୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୬ ହଜାର ୬୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୫୫ ଏବଂ ବର୍ତ୍ତମାନ ୨୮୮୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ପ୍ରିୟଙ୍କା ଗାନ୍ଧୀଙ୍କ ଘରେ ପହଞ୍ଚିଲା କରୋନା: ପରିବାରରୁ ଦୁଇ ସଂକ୍ରମିତ

ନୂଆଦିଲ୍ଲୀ: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ବାଦ୍ରାଙ୍କ ଘରେ କରୋନା ଭାଇରସର ବିପଦ ପହଞ୍ଚିଛି। ଟ୍ୱିଟରରେ ସୂଚନା ଦେଇ ପ୍ରିୟଙ୍କା ଲେଖିଛନ୍ତି, ମୋର ପରିବାରର ଜଣେ ସଦସ୍ୟ ଏବଂ ମୋର ଜଣେ କର୍ମଚାରୀ ଗତକାଲି କରୋନା ସଂକ୍ରମିତ ହୋଇଥିବା ଦେଖିବାକୁ ମିଳିଛି। ମୋର ରିପୋର୍ଟ ନେଗେଟିଭ ଆସିଛି। କିନ୍ତୁ ମୁଁ ଅଲଗା ରହିବା ଏବଂ କିଛି ଦିନ ପରେ ପୁନର୍ବାର ପରୀକ୍ଷା କରିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

ଦିଲ୍ଲୀରେ କରୋନା ମାମଲାରେ ଏକ ବଡ଼ ଲମ୍ଫ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୪ ହଜାର ୯୯ କରୋନା ମାମଲା ପଞ୍ଜିକୃତ ହୋଇଛି। ଏହା ସହିତ ଜଣେ ବ୍ୟକ୍ତି ମଧ୍ୟ ଏହି କାରଣରୁ ମୃତ୍ୟୁବରଣ କରିଛନ୍ତି। ଏଥି ସହିତ, ଦିଲ୍ଲୀରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦ ହଜାର ୯୮୬କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୨୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୨୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୧

ଦେବଗଡ ଜିଲ୍ଲାରୁ- ୫

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୮୭

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନବରଙ୍ଗପୁର ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨୩

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୩

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୬୦୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୪୪୩ ଏବଂ ବର୍ତ୍ତମାନ ୧୬୫୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ନଭି ମୁମ୍ବାଇର ଗୋଟିଏ ବିଦ୍ୟାଳୟରୁ ୧୬ ଛାତ୍ର ପଜିଟିଭ, ବିଦେଶରୁ ଫେରିଥିଲେ ସଂକ୍ରମିତ ଛାତ୍ରଙ୍କ ପିତା

ମୁମ୍ବାଇ: ମହାରାଷ୍ଟ୍ରର ନଭି ମୁମ୍ବାଇର ଏକ ବିଦ୍ୟାଳୟରେ ଜଣେ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ପରୀକ୍ଷା ପରେ ଆଉ ୧୬ ଜଣ ଛାତ୍ର କରୋନା ପଜିଟିଭ ଥିବା ଜଣାପଡିଛି। ଯେଉଁ ଛାତ୍ର ପ୍ରଥମେ କରୋନା ପଜିଟିଭ୍ ବୋଲି ଜଣାପଡିଥିଲା, ତାଙ୍କ ପିତା ନିକଟରେ କତାରରୁ ଫେରି ଆସିଥିଲେ। ଯାହା ପରେ ଏକ ସତର୍କତାମୂଳକ ପଦକ୍ଷେପ ଭାବରେ ସମଗ୍ର ପରିବାରର କରୋନା ପରୀକ୍ଷା କରାଯାଇଥିଲା। ଯେଉଁଥିରେ ସେହି ବ୍ୟକ୍ତିଙ୍କର ରିପୋର୍ଟ ନେଗେଟିଭ ଥିଲା, କିନ୍ତୁ ତାଙ୍କ ପୁଅ କରୋନା ପଜିଟିଭ୍ ବୋଲି ଜଣାପଡିଛି।

ଏହା ପରେ, ସେହି ବ୍ୟକ୍ତିଙ୍କ ପୁଅ ପଢୁଥିବା ବିଦ୍ୟାଳୟର ୬୫୦ ଜଣ ଛାତ୍ରଙ୍କ କରୋନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୬ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି।

ଉଲ୍ଲେଖ ଯୋଗ୍ୟ ଯେ, ଶୁକ୍ରବାର ଦିନ ମହାରାଷ୍ଟ୍ରରେ ୯୦୨ ନୂତନ କୋଭିଡ-୧୯ ମାମଲା ଏବଂ ନୂତନ ଭାରିଆଣ୍ଟ ଓମିକ୍ରନର ଆଠଟି ମାମଲା ରିପୋର୍ଟ ହୋଇଛି। ପୁଣେରେ ଓମିକ୍ରନର ୬ ଟି ମାମଲା ଦେଖିବାକୁ ମିଳିଥିଲା

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୭ ହଜାର ୧୪୫ ଟି ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୮ ହଜାର ୭୦୬ ଜଣ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହିତ, କରୋନାରୁ ସୁସ୍ଥ ହୋଇଥିବା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ କୁ ବୃଦ୍ଧି ହୋଇଛି। ବର୍ତ୍ତମାନ ଦେଶରେ ସୁସ୍ଥ ହାର ହେଉଛି ୯୮.୩୮%, ଯାହା ମାର୍ଚ୍ଚ ୨୦୨୦ ଠାରୁ ଅଧିକ। ସକ୍ରିୟ ମାମଲା ବିଷୟରେ କହିବାକୁ ଗଲେ, ସମଗ୍ର ଦେଶରେ ୮୪ ହଜାର ୫୬୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି, ଯାହା ୫୬୯ ଦିନ ମଧ୍ୟରେ ସର୍ବନିମ୍ନ ଅଟେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ଼ ଜିଲ୍ଲାରୁ – ୯

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୬୪୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ ଏବଂ ବର୍ତ୍ତମାନ ୧୯୨୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୨  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ଅନୁଗୁଳ ଜିଲ୍ଲାରୁ- ୪

– ବାଲେଶ୍ୱର ଜିଲ୍ଲାରୁ – ୧୪

– ଭଦ୍ରକ ଜିଲ୍ଲାରୁ – ୬

– ବଲାଙ୍ଗୀରି ଜିଲ୍ଲାରୁ- ୩

– କଟକ ଜିଲ୍ଲାରୁ – ୩୧

– ଦେବଗଡ ଜିଲ୍ଲାରୁ- ୧

– ଢେଙ୍କାନାଳ ଜିଲ୍ଲାରୁ – ୧

– ଗଜପତି ଜିଲ୍ଲାରୁ- ୨

– ଗଞ୍ଜାମ ଜିଲ୍ଲାରୁ- ୪

– ଜଗତସିଂହପୁର ଜିଲ୍ଲାରୁ – ୭

– ଯାଜପୁର ଜିଲ୍ଲାରୁ – ୮

– ଝାରସୁଗୁଡ଼ା ଜିଲ୍ଲାରୁ – ୨

– କଳାହାଣ୍ଡି ଜିଲ୍ଲାରୁ – ୧

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୬

– କେନ୍ଦୁଝର ଜିଲ୍ଲାରୁ- ୨

– ଖୋର୍ଦ୍ଧାରୁ- ୧୩୯

– କୋରାପୁଟ ଜିଲ୍ଲାରୁ- ୫

– ମାଲକାନଗିରି ଜିଲ୍ଲାରୁ- ୪

– ମୟୁରଭଞ୍ଜ ଜିଲ୍ଲାରୁ – ୪

– ନୟାଗଡ଼ ଜିଲ୍ଲାରୁ – ୧

– ପୁରୀ ଜିଲ୍ଲାରୁ – ୯

– ରାୟଗଡା ଜିଲ୍ଲାରୁ- ୨

– ସମ୍ବଲପୁର ଜିଲ୍ଲାରୁ – ୨୧

– ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

– ଷ୍ଟେଟ ପୁଲରୁ- ୩୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୮୫୦ ଏବଂ ବର୍ତ୍ତମାନ ୩୨୦୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୮ ଜଣ ଏବଂ ସ୍ଥାନୀୟ ସଂକ୍ରମଣ ୧୫୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

– ଅନୁଗୁଳ ଜିଲ୍ଲାରୁ- ୬

– ବାଲେଶ୍ୱର ଜିଲ୍ଲାରୁ – ୧୪

– ବରଗଡ଼ ଜିଲ୍ଲାରୁ – ୪

– ଭଦ୍ରକ ଜିଲ୍ଲାରୁ – ୬

– ବଲାଙ୍ଗୀରି ଜିଲ୍ଲାରୁ- ୧

– କଟକ ଜିଲ୍ଲାରୁ – ୧୭

– ଦେବଗଡ଼ ଜିଲ୍ଲାରୁ – ୪

– ଢେଙ୍କାନାଳ ଜିଲ୍ଲାରୁ – ୨

– ଗଜପତି ଜିଲ୍ଲାରୁ- ୨

– ଗଞ୍ଜାମ ଜିଲ୍ଲାରୁ- ୫

– ଜଗତସିଂହପୁର ଜିଲ୍ଲାରୁ – ୧୧

– ଯାଜପୁର ଜିଲ୍ଲାରୁ – ୧୩

– ଝାରସୁଗୁଡ଼ା ଜିଲ୍ଲାରୁ – ୧

– କଳାହାଣ୍ଡି ଜିଲ୍ଲାରୁ – ୧

– କେନ୍ଦ୍ରାପଡ଼ା ଜିଲ୍ଲାରୁ –  ୩

– କେନ୍ଦୁଝର ଜିଲ୍ଲାରୁ- ୧

– ଖୋର୍ଦ୍ଧାରୁ-୧୮୨

– ମୟୁରଭଞ୍ଜ ଜିଲ୍ଲାରୁ – ୨୨

– ନୟାଗଡ଼ ଜିଲ୍ଲାରୁ – ୧

– ନୂଆପଡ଼ା ଜିଲ୍ଲାରୁ – ୮

– ପୁରୀ ଜିଲ୍ଲାରୁ – ୭

– ସମ୍ବଲପୁର ଜିଲ୍ଲାରୁ – ୧୦

– ସୋନପୁର ଜିଲ୍ଲାରୁ- ୧

– ସୁନ୍ଦରଗଡ଼ ଜିଲ୍ଲାରୁ – ୯

– ଷ୍ଟେଟ ପୁଲରୁ- ୪୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୨୦୭ ଏବଂ ବର୍ତ୍ତମାନ ୪୩୮୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୧ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌  ରହିଛ। ୪୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୫ ହଜାର ୨୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୧୦, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୧୪ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୫ ଟି ଲୋକାଲ କେସ୍‌  ରହିଛ। ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୪ ହଜାର ୪୨୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୪୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୩୬, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୫, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୯, କେନ୍ଦୁଝର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନବରଙ୍ଗପୁର ଜିଲ୍ଲାରୁ୧, ନୟାଗଡ ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୧୩, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୬ ଟି ଲୋକାଲ କେସ୍‌  ରହିଛ। ୫୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୩ ହଜାର ୮୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୪ ଜଣ, କଟକ ଜିଲ୍ଲାରୁ ୬୬, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୨, ସୁନ୍ଦରଗଡ ଜିଲ୍ଲାରୁ ୧୯ ଏବଂ ଷ୍ଟେଟ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୩୪୦ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୧ ଟି ଲୋକାଲ କେସ୍‌ ରହିଛ। ୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୪୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୨ ହଜାର ୨୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୨୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୩୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୯ ଜଣ, କଟକ ଜିଲ୍ଲାରୁ ୪୩, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୬, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୫, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୨, ସୁନ୍ଦରଗଡ ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୩ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୫ ଟି ଲୋକାଲ କେସ୍‌ ରହିଛ। ୪୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୧ ହଜାର ୭୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୯ ଟି ଜିଲ୍ଲାରୁ ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୨୭, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୬, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୪୦୦ ରୁ କମ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୯ ଟି ଲୋକାଲ କେସ୍‌ ରହିଛ। ୩୫୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୪୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୧ ହଜାର ୧୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୬ ଜଣ, କଟକ ଜିଲ୍ଲାରୁ ୧୫, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୭, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୩ ଏବଂ ଷ୍ଟେଟ ପୁଲରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୬୭ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୬ ଟି ଲୋକାଲ କେସ୍‌ ରହିଛ। ୪୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ, କଟକ ଜିଲ୍ଲାରୁ ୬୭, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୫, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୭, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୫, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୧ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୭ ଟି ଲୋକାଲ କେସ୍‌ ରହିଛ। ୫୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୧୬୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୯ ଜଣ, କଟକ ଜିଲ୍ଲାରୁ ୬୦, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନୟାଗଡ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୧ ଟି ଲୋକାଲ କେସ୍‌ ରହିଛ। ୫୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୯ ହଜାର ୨୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୫୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୪ ଜଣ, କଟକ ଜିଲ୍ଲାରୁ ୩୭, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୨୦ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୧୧, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୬ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଟି ଲୋକାଲ କେସ୍‌ ରହିଛ। ୫୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୭ ହଜାର ୭୧୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୩୩ ଜଣ, କଟକ ଜିଲ୍ଲାରୁ ୬୩, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୭, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୯ ଏବଂ ଷ୍ଟେଟ ପୁଲରୁ ୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୪୫୩ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୮ ଟି ଲୋକାଲ କେସ୍‌ ରହିଛ। ୪୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୫ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୧ ଜଣ, କଟକ ଜିଲ୍ଲାରୁ ୫୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୮, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।