Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୧ ଜଣ ଚିହ୍ନଟ ହୋଇଥିବାବେଳେ ୯୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୨୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୩  ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍‌ ୨୨୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୮, ସମ୍ବଲପୁରରୁ ୧୫, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ଼ ଜିଲ୍ଲାରୁ ୧୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୧୬,  କଟକରୁ ୩ ଜଣ, ଦେବଗଡ଼ରୁ ୫, ଗଜପତି ଇଲ୍ଲାରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦୁଝରରୁ ୧୧, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୨ ଜଣ ଚିହ୍ନଟ ହୋଇଥିବାବେଳେ ୧୦୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୮ ହଜାର ୪୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୮ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ ଟି ଜିଲ୍ଲାରୁ ମୋଟ୍‌ ୨୪୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁରରୁ ୩୭, ସୁନ୍ଦରଗଡରୁ ଜିଲ୍ଲାରୁ ୨୨, ଅନୁଗୁଳରୁ ୧୫, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ଼ ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୩, ବଲାଙ୍ଗୀରିରୁ ଜିଲ୍ଲାରୁ ୧୯,  କଟକରୁ ୫ ଜଣ, ଦେବଗଡ଼ରୁ ୧, ଗଜପତି ଇଲ୍ଲାରୁ ୧୯, ଜଗତସିଂହପୁରରୁ ୧, ଯାଜପୁରରୁ ୧୦, ଝାରସୁଗୁଡା ଜିଲ୍ଲାରୁ ୧୯, କଳାହାଣ୍ଡିରୁ ୧, କନ୍ଧମାଳରୁ ୭, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝରରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୮, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୫୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୧୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡରୁ ଜିଲ୍ଲାରୁ ୩୧, ଅନୁଗୁଳରୁ ୨୧, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୬, ବଲାଙ୍ଗୀରିରୁ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୨୪ ଜଣ, ଦେବଗଡ଼ରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଇଲ୍ଲାରୁ ୧୮, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁରରୁ ୧, ଯାଜପୁରରୁ ୯, ଝାରସୁଗୁଡା ଜିଲ୍ଲାରୁ ୧୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୧୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୨ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ବରରୁ ଜଣେ ଆକ୍ରାନ୍ତ ଥିବା ବେଳେ ନୟାଗଡରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୮୩ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ନୟାଗଡରୁ ଜଣେ ୩୭ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୩୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୭ ହଜାର ୨୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୧୬୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବଲାଙ୍ଗୀରି ଜିଲ୍ଲାରୁ ୪୦ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୯, ଅନୁଗୁଳ ଜିଲ୍ଲାରୁ ୨୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୩,   ବୌଦ୍ଧ ଜିଲ୍ଲା ରୁ ୨ ଜଣ, କଟକରୁ ୫ ଜଣ, ଦେବଗଡ଼ରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧୨, ଝାରସୁଗୁଡା ଜିଲ୍ଲାରୁ ୧୬, କେନ୍ଦ୍ରାପଡା ଜିଲ୍ଲାରୁ ୫, କେନ୍ଦୁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୨୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୧୩ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡ଼ା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଞ୍ଚଳିକ

ଜଗତସିଂହପୁର କରୋନା ଅପଡେଟ: ଜାଣନ୍ତୁ ମୋଟ୍ ସଂକ୍ରମିତ, ସୁସ୍ଥ ଏବଂ ମୃତକଙ୍କ ସଂଖ୍ୟା

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିର୍ତ୍ତୋଲ ବ୍ଲକରୁ ଜଣେ, ଜଗତସିଂହପୁର ବ୍ଲକରୁ ୩ଜଣ, ପାରାଦ୍ଵୀପରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜିଲ୍ଲାରୁ ସମୁଦାୟ ୯୧୦୧ ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି

ସେହିପରି ଆଜି ଜିଲ୍ଲାରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ମୋଟ ୯୦୨୨ ଜଣ ସୁସ୍ଥ ହୋଇଥିବା ବେଳେ ୩୮ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୪୧ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୩ ଜଣ ଚିହ୍ନଟ ହୋଇଥିବାବେଳେ ୯୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୯୨୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୭୭୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୦୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୯୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୨୫ ଜଣ, ଭଦ୍ରକ ଜିଲ୍ଲାରୁ ୫,  ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୧୧ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତିରୁ ୩, ଗଞ୍ଜାମରୁ ୪, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡିରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ  ୮ ଜଣ, ନବରଙ୍ଗପୁରରୁ ୨, ନୟାଗଡରୁ ୨, ନୂଆପଡ଼ା ଜିଲ୍ଲାରୁ ୧ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ୮୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୬୯୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୫୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୨୪୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୯୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୩୪ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୩,  ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୯ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡିରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନବରଙ୍ଗପୁରରୁ ୧, ନୟାଗଡରୁ ୨, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୪୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୬ ହଜାର ୨୦୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୪୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୮୩ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ ଟି ଜିଲ୍ଲାରୁ ମୋଟ୍‌ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୨,  ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲା ରୁ ୧ ଜଣ, କଟକରୁ ୬ ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୫, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମାଲକାନାଗିରିରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲା ରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କରୋନାରେ ମୃତ୍ୟୁବରଣ କଲେ ୪ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୦ କୁ ବୃଦ୍ଧି ହୋଇଛି।

ମୃତକଙ୍କ ମଧ୍ୟରେ ଭୁବନେଶ୍ଵରରୁ ଜଣେ ଆକ୍ରାନ୍ତ ଥିବା ବେଳେ ବଲାଙ୍ଗିରିରୁ ଜଣେ, କଟକରୁ ଜଣେ ଏବଂ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ଜଣେ ୪୧ ବର୍ଷିୟ ପୁରୁଷଙ୍କ ଏହି ଭୂତାଣୁ ଯୋଗୁଁ ପ୍ରାଣହାନୀ ଘଟିଥିବା ବେଳେ ବଲାଙ୍ଗିରିରୁ ଜଣେ ୮୦ ବର୍ଷୀୟ ପୁରୁଷ, କଟକର ଜଣେ ୯୪ ବର୍ଷୀୟ ପୁରୁଷ ଏବଂ ଖୋର୍ଦ୍ଧାରୁ ଜଣେ ୬୦ ବର୍ଷୀୟ ପୁରୁଷଙ୍କ ପ୍ରାଣହାନୀ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୮ ଜଣ ଚିହ୍ନଟ ହୋଇଥିବାବେଳେ ୧୦୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୧୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୫ ହଜାର ୭୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୪୫୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରଛନ୍ତି ୧୮୭୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୨୪୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସମ୍ବଲପୁର ଜିଲ୍ଲାରୁ ୩୫ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୩୪ ଜଣ ଚିହ୍ନଟ, ଅନୁଗୁଳଜିଲ୍ଲା ରୁ ୩୧ ଜଣ, ବାଲେଶ୍ଵର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୧୫ ଜଣ, ଭଦ୍ରକ ଜିଲ୍ଲା ରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ, ବୌଦ୍ଧ ଜିଲ୍ଲା ରୁ ୩ ଜଣ, କଟକରୁ ୪ ଜଣ, ଦେଓଗଡରୁ ୪ ଜଣ, ଗଞ୍ଜାମରୁ ୩, ଜଗତସିଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲା ରୁ ୧ ଜଣ,  ନୂଆପଡ଼ା ଜିଲ୍ଲାରୁ ୨୩ ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲା ରୁ ୧ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୩୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୫୦୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୭୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୮୪୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୫୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ଜିଲ୍ଲାରୁ ୧୬ଜଣ ଚିହ୍ନଟ ହୋଇଥିବା ବେଳେ  ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲା ରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୬ ଜଣ, ଦେଓଗଡରୁ ୨ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତି ଜିଲ୍ଲା ରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧ଜଣ, କୋରାପୁଟରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୬, ନୟାଗଡ ଜିଲ୍ଲାରୁ ୬ ଜଣ,  ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କରୋନାରେ ପ୍ରାଣ ହରାଇଲେ ଆଉ ପାଞ୍ଚ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ପାଞ୍ଚଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଭୁବନେଶ୍ବରରୁରୁ ସର୍ବାଧିକ ଦୁଇଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଜଗତସିଂହପୁର, ନୟାଗଡ ଏବଂ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ୱରରୁ କରୋନା ସଂକ୍ରମିତ ଜଣେ ୫୫ ବର୍ଷୀୟ ପୁରୁଷ ଓ ଜଣେ ୭୯ ବର୍ଷୀୟ ମହିଳା ମୃତ୍ୟୁବରଣ କରିଛନ୍ତି। ନୟାଗଡ଼ ଜିଲ୍ଲାରୁ ଜଣେ ୫୦ ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀରେ ଜଣେ ୭୨ ବର୍ଷୀୟ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୮୫୩ ଜଣ ଚିହ୍ନଟ ହୋଇଥିବାବେଳେ ୬୧୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୩ ହଜାର ୮୩୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୯୦୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୦୮ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୭୬, ବାଲେଶ୍ବରରୁ ୫୬, ବରଗଡରୁ ୬୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୬୩, ବୌଦ୍ଧରୁ ୧୭, କଟକରୁ ୧୨୬,  ଦେବଗଡରୁ ୫,  ଢେଙ୍କାନାଳରୁ ୧୭, ଗଜପତିରୁ ୮, ଗଞ୍ଜାମରୁ ୨୨, ଜଗତସିଂହପୁରରୁ  ୭୬, ଯାଜପୁରରୁ ୪୨, ଝାରସୁଗୁଡାରୁ ୩୯, କଳାହାଣ୍ଡିରୁ ୩୧, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୭୫, କେଉଁଝରରୁ ୫୧, କୋରାପୁଟରୁ ୨୪, ମାଲକାନଗିରିରୁ ୨୫,  ମୟୂରଭଞ୍ଜରୁ ୫୦, ନବରଙ୍ଗପୁରରୁ ୩୪, ନୟାଗଡରୁ ୩୧, ନୂଆପଡାରୁ ୬୧, ପୁରୀରୁ ୬୪, ରାୟଗଡାରୁ ୧୩,  ସମ୍ବଲପୁରରୁ ୩୪, ସୋନପୁରରୁ ୨୭, ସୁନ୍ଦରଗଡରୁ ୧୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୩୦ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ବରର ସୁପରସ୍ପ୍ରେଡର 61 ନମ୍ବର ଆକ୍ରାନ୍ତ : 7 ଜଣଙ୍କୁ କରିଛନ୍ତି ସଂକ୍ରମିତ

ଭୁବନେଶ୍ୱର: ଆଜି ଆକ୍ରାନ୍ତ ନମ୍ବରଙ୍କ ଯାତ୍ରା ବିବରଣୀରୁ ଏକ ସାଂଘାତିକ ସତ୍ୟ ସାମ୍ନାକୁ ଆସିଛି । ଏହି ବିବରଣୀରୁ ବାଲେଶ୍ବରରୁ ସୁପରସ୍ପ୍ରେଡର ଠାବ ହୋଇଛନ୍ତି ।  ବାଲେଶ୍ବରର ନେଳିଆବାଗର ସୁପରସ୍ପ୍ରେଡର 61 ନମ୍ବର ଆକ୍ରାନ୍ତ ଜଣକ ମୋଟ 7ଜଣଙ୍କ ସଂକ୍ରମିତ କରାଇଛନ୍ତି । 61 ନମ୍ବର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପୂର୍ବରୁ 75ରୁ 79ଜଣ ଆକ୍ରାନ୍ତ ହୋଇଥିଲେ । ଆଜି ଆଉ 88 ଓ 89 ନମ୍ବର ଆକ୍ରାନ୍ତ ବି ତାଙ୍କର ନିକଟ ସମ୍ପର୍କୀୟ ବୋଲି ସ୍ପଷ୍ଟ ହୋଇଛି । 61 ନମ୍ବର ଆକ୍ରାନ୍ତ ଜଣକ 58 ବର୍ଷୀୟ ପୁରୁଷ ଏବଂ ସେ ଝାଡ଼ଖଣ୍ଡରୁ ଫେରି 5ଟି ହସ୍ପିଟାଲ ବୁଲିଥିଲେ।

ଅପରପକ୍ଷରେ କୋଲକାତା ଫେରନ୍ତା ଯାଜପୁର ବାସୁଦେବପୁରର 73 ନମ୍ବର ଆକ୍ରାନ୍ତ ବି ତିନି ଜଣଙ୍କୁ ସଂକ୍ରମିତ କରିଥିବା ଆଜି ସ୍ପଷ୍ଟ ହୋଇଛି। 85 ନମ୍ବର ଆକ୍ରାନ୍ତ ତାଙ୍କ ସହ କୋଲକାତାରୁ ଫେରିଥିଲେ ଏବଂ 86 ଓ 87 ନମ୍ବର ଆକ୍ରାନ୍ତ ତାଙ୍କ ନିକଟ ସଂପର୍କୀୟ ବୋଲି ସୂଚନା ରହିଛି ।