ଆଜିର ଖବର ଭାରତର ବିକାଶ ଆଭିମୁଖ୍ୟ ସାମ୍ବିଧାନିକ ମୂଲ୍ୟବୋଧ ସହିତ ସମନ୍ୱିତ ହେବା ଆବଶ୍ୟକ: ଅଖିଳ କୁମାର ମିଶ୍ର ଭୁବନେଶ୍ୱର: କେନ୍ଦ୍ରୀୟ ଯୋଗାଯୋଗ କାର୍ଯ୍ୟାଳୟ (ସିବିସି) ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ଆଜି, ଜାତୀୟ ସମ୍ବିଧାନ ଦିବସ ୨୦୨୫ ପାଳନ ଉପଲକ୍ଷେ ଏକ…