Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୧୮୭ ଦିନ ପରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ ମାମଲା

ନୂଆଦିଲ୍ଲୀ: ଦେଶରେ ୧୮୭ ଦିନ ପରେ ସକ୍ରିୟ ଆକ୍ରାନ୍ତ ମାମଲା ସବୁଠୁ କମ ରେକର୍ଡ କରାଯାଇଛି। ଦେଶରେ ଏବେ ୩ ଲକ୍ଷ ୧ ହଜାର ୬୪୦ ସକ୍ରିୟ ଆକ୍ରାନ୍ତ କେସ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୩୧ ହଜାର ୯୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୬୩ ହଜାର ୪୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୫୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧ ହଜାର ୬୪୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଭୁବନେଶ୍ଵରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ : ମୋଟ ସଂଖ୍ୟା ୮ ହଜାର ୫୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ବାଲେଶ୍ଵର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୭ ହଜାର ୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୫୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ୭୩ ଦିନ ପରେ ୮ ଲକ୍ଷରୁ କମ ହେଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୫୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୭ ଲକ୍ଷ ୬୨ ହଜାର ୭୯୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୩ ହଜାର ୪୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୪ ଲକ୍ଷ ୭୨ ହଜାର ୯୧୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୯୮ ହଜାର ୬୫୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ବାଲୁଗାଁରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଲଗାତାର ଭାବେ ନିମ୍ନଗାମୀ ହେଉଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ଜଣେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩୬ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଲୁଗାଁରେ ଟୀକାକରଣ ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ ହଜାର ୬୧୬ ଆକ୍ରାନ୍ତ: ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ  ୯୬୬, ଖୋର୍ଦ୍ଧାରୁ ୭୪୭, ସୁନ୍ଦରଗଡରୁ ୭୨୧, ବାଲେଶ୍ବରରୁ ୫୦୮, ଯାଜପୁରରୁ ୪୦୬, ବରଗଡରୁ ୪୦୦, କଟକରୁ ୩୯୭, ନବରଙ୍ଗପୁରରୁ ୩୨୭, ସମ୍ବଲପୁରରୁ ୩୧୭, ବୌଦ୍ଧରୁ ୨୫୦, କଳାହାଣ୍ଡିରୁ ୨୩୮, କୋରାପୁଟରୁ ୨୨୨, ଭଦ୍ରକରୁ ୨୦୪, ଜଗତସିଂହପୁରରୁ ୨୦୩, ରାୟଗଡାରୁ ୧୬୧, ସୋନପୁରରୁ ୧୬୦, ଗଞ୍ଜାମରୁ ୧୫୫, ଢେଙ୍କାନାଳରୁ ୧୪୨, ନୟାଗଡରୁ ୧୩୬, ବଲାଙ୍ଗୀରିରୁ ୧୨୭, ମାଲକାନାଗିରିରୁ ୧୧୧, ପୁରୀରୁ ୧୧୦, କନ୍ଧମାଳରୁ ୯୯, କେନ୍ଦ୍ରାପଡାରୁ ୭୫, ଗଜପତିରୁ ୭୧, ନୂଆପଡାରୁ ୭୦, ଝାରସୁଗୁଡାରୁ ୬୩, ଦେବଗଡରୁ ୫୫, କେନ୍ଦୁଝରରୁ ୫୨, ମୟୂରଭଞ୍ଜରୁ ୨୧ ଏବଂ ଷ୍ଟେଟ ପୁଲରୁ ୧୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୩୨ ହଜାର ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୧ ହଜାର ୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬ ହଜାର ୯୯୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬ ହଜାର ୯୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୯୪୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୭୫ ହଜାର ୭୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୭ ହଜାର ୭୧୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୦୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୬ ହଜାର ୯୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୧୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪୭୪ ଜଣ, ଅନୁଗୁଳ ଜିଲ୍ଲାରୁ ୩୨୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୯୭ ଜଣ, ବରଗଡ ଜିଲ୍ଲାରୁ ୩୩୦ ଜଣ, ଭଦ୍ରକ ଜିଲ୍ଲାରୁ ୯୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨୩୬ ଜଣ, ବୌଦ୍ଧ ଜିଲ୍ଲାରୁ ୬୫ ଜଣ, କଟକ ଜିଲ୍ଲାରୁ ୫୧୭ ଜଣ, ଦେବଗଡ ଜିଲ୍ଲାରୁ ୭୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୨ ଜଣ, ଗଜପତି ଜିଲ୍ଲାରୁ ୧୨୧ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୪ ଜଣ, ଯାଜପୁର ଜିଲ୍ଲାରୁ ୨୨୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୯୬ ଜଣ, କଳାହାଣ୍ଡିରୁ ୨୯୨ ଜଣ, କନ୍ଧମାଳ ଜିଲ୍ଲାରୁ ୪୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୦ ଜଣ, କୋରାପୁଟ ଜିଲ୍ଲାରୁ ୫୭ ଜଣ, ମାଲକାନାଗିରି ଜିଲ୍ଲାରୁ ୩୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୦୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୫ ଜଣ, ନୟାଗଡ ଜିଲ୍ଲାରୁ ୧୨୧ ଜଣ, ନୂଆପଡା ଜିଲ୍ଲାରୁ ୪୨୦ ଜଣ, ପୁରୀ ଜିଲ୍ଲାରୁ ୨୮୮ ଜଣ, ରାୟଗଡା ଜିଲ୍ଲାରୁ ୧୮୧ ଜଣ, ସମ୍ବଲପୁର ଜିଲ୍ଲାରୁ ୩୨୩ ଜଣ, ସୋନପୁର ଜିଲ୍ଲାରୁ ୧୩୧ ଜଣ ଏବଂ ଷ୍ଟେଟ ପୁଲରୁ ୧୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୩ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୮୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୪ ହଜାର ୨୪୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୨୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୧୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୬୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୧, ଅନୁଗୋଳ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ନବରଂଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୬ ଜଣ ଚିହ୍ନଟ ହୋଇଥିବାବେଳେ ୭୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୯ ହଜାର ୩୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ହଜାର ୩୯ ଜଣ।

ସେହିପରି ଆଜି ରାଜ୍ୟରୁ ଆଉ ଜଣେ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ତେବେ ରାଜ୍ୟରେ କରୋନା ଯୋଗୁଁ ମୋଟ ମୃତ୍ୟୁବରଣ କରଛନ୍ତି ୧୯୦୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୩ ଟି ଜିଲ୍ଲାରୁ ମୋଟ୍‌ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ଅନୁଗୁଳରୁ ୨୦, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରିରୁ ଜିଲ୍ଲାରୁ ୩,  ବୌଦ୍ଧ ଜିଲ୍ଲାରୁ ୧, କଟକରୁ ୭ ଜଣ, ଦେବଗଡ଼ରୁ ୨, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୧୧, କଳାହାଣ୍ଡିରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡ଼ା ଜିଲ୍ଲାରୁ ୧୮ ଜଣ, ପୁରୀ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁରରୁ ୨୯, ସୁନ୍ଦରଗଡ ଜିଲ୍ଲାରୁ ୧୮ ଏବଂ ଷ୍ଟେଟ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।