Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ପୁଣି ବଢୁଛି କରୋନା, ୧୦୯ ଦିନ ପରେ ୫ ହଜାର ଅତିକ୍ରମ କଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ ୭୯୬ ଟି ନୂଆ କରୋନା ଜୀବାଣୁ ସଂକ୍ରମଣ ଆସିବା ପରେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୯୩ ହଜାର ୫୦୬ କୁ ବୃଦ୍ଧି ପାଇଛି। ଏଥି ସହିତ, ଭାରତରେ କରୋନାରେ ୫ ହଜାର ୨୬ ଲୋକ ଚିକିତ୍ସିତ ହେଉଛନ୍ତି। ୧୦୯ ଦିନ ପରେ ଦେଶରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ପାଞ୍ଚ ହଜାର ଅତିକ୍ରମ କରିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ସକାଳ ଆଠଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ, କର୍ଣ୍ଣାଟକ, ପୁଡୁଚେରୀ ଏବଂ ଉତ୍ତରପ୍ରଦେଶରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ପରେ ଦେଶରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୯୫ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୨ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ୨୦ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନାରେ ୨ ହଜାର ୨୦୮ ଲୋକ ସଂକ୍ରମଣ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪୯ ହଜାର ୮୮ କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୧ ହଜାର ୬୦୭ ରୁ ୧୯ ହଜାର ୩୯୮ କୁ ହ୍ରାସ ପାଇଛି।

ତଥ୍ୟ ଅନୁଯାୟୀ, ଭାରତରେ ସଂକ୍ରମଣ ହେତୁ ଆହୁରି ୧୨ ଜଣଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୯୯କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪ ହଜାର ୪୩

ନୂଆଦିଲ୍ଲୀ: ଗୋଟିଏ ଦିନରେ ଦେଶରେ ୨ ହଜାର ୧୧୨ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪୦ ହଜାର ୭୪୮କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୪ ହଜାର ୪୩ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ଅପଡେଟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆଉ ଚାରି ଜଣଙ୍କର ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୫୭ କୁ ବୃଦ୍ଧି ପାଇଛି।

ସେହିପରି ସଂକ୍ରମଣରୁ ଉଦ୍ଧାର ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୦ ଲକ୍ଷ ୮୭ ହଜାର ୭୪୮କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କମିଲା କରୋନା ସଂକ୍ରମଣ, ୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୪୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵରରୁ ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୩

ଦେବଗଡ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୭

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୦

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୫୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୬୭୮ ଏବଂ ବର୍ତ୍ତମାନ ୫୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୨ ହଜାର ୭୮୬ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬,୫୦୯ କୁ ବୃଦ୍ଧି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୭୮୬ ଲୋକ କରୋନାରେ ସଂକ୍ରମଣ ହୋଇଛନ୍ତି। ଏହାପରେ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୬ ଲକ୍ଷ ୨୧ ହଜାର ୩୧୯ କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୬ ହଜାର ୫୦୯ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, କୋଭିଡ-୧୯ ରୁ ଆହୁରି ୧୨ ଜଣଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୪୭ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର

ଭାରତରେ ଆଜି ୨ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ୨୭ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୧୩୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୧୮ ହଜାର ୫୩୩ କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୨୭ ହଜାର ୩୭୪ ରୁ ୨୬ ହଜାର ୨୯୨ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆହୁରି ୧୩ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୩୫ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୯ ଆକ୍ରାନ୍ତ ଚିହ୍ନଟ, ୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୮୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୦

ବରଗଡ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୬

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୨

ସୁନ୍ଦରଗଡ ଜିଲ୍ଲାରୁ- ୧୬

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୮୭୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୩୬ ଏବଂ ବର୍ତ୍ତମାନ ୫୮୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ସାମାନ୍ୟ ବୃଦ୍ଧି ପାଇଲା କରୋନା, ୭୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୮୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୦

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୩

ମୟୂରଭଞ୍ଜ ଜିଲ୍ଲାରୁ- ୧

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୧୧

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୧୪

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୭୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୯୧୨ ଏବଂ ବର୍ତ୍ତମାନ ୬୨୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୨ ହଜାର ୫୨୯ ଆକ୍ରାନ୍ତ ଚିହ୍ନଟ: କମୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୫୨୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୬ ଲକ୍ଷ ୪ ହଜାର ୪୬୩ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୩୨ ହଜାର ୨୮୨ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି ଏହି ସୂଚନା ଦେଇଛି।

ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆହୁରି ୧୨ ଜଣଙ୍କ ମୃତ୍ୟୁ ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୪୫ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ, ୧ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୮  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୬

ଦେବଗଡ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୮

ସମ୍ବଲପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୯

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୫୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୩୯୯ ଏବଂ ବର୍ତ୍ତମାନ ୯୪୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧୩୧ ଆକ୍ରାନ୍ତ ଚିହ୍ନଟ, ୧୩୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୩୧  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲରୁ- ୨

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୩୦

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୩

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୩୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୮୪୩ ଏବଂ ବର୍ତ୍ତମାନ ୧୨୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୫ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ଗତ ୨୪ ଘଣ୍ଟା ମଧ୍ୟରେ ୨୬ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ ର ୫ ହଜାର ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୫ ଲକ୍ଷ ୫୩ ହଜାର ୪୨ କୁ ବୃଦ୍ଧି ପାଇଥିବାବେଳେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୬ ହଜାର ୩୪୨ ରେ ପହଞ୍ଚିଛି। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ କାରଣରୁ ୨୬ ରୋଗୀଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସମୁଦାୟ ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୨୯ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ଦେଶରେ ଆଉ ୪ ହଜାର ୫୧୦ ଆକ୍ରାନ୍ତ ଚିହ୍ନଟ, କମିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ-୧୯ରେ ୪ ହଜାର ୫୧୦ ଲୋକ ଆକ୍ରାନ୍ତ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୫ ଲକ୍ଷ ୪୭ ହଜାର ୫୯୯ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ୪୭ ହଜାର ୩୭୯ ରୁ ୪୬ ହଜାର ୨୧୬ କୁ ହ୍ରାସ ପାଇଛି।

ଆଜି ସକାଳ ୮ ଟାରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, କୋଭିଡ୍-୧୯ ରୁ ୩୩ ଜଣଙ୍କର ମୃତ୍ୟୁ ହୋଇଛି। ଯାହା ପରେ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୦୩ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି କରୋନା ମାମଲାରେ ସାମାନ୍ୟ ବୃଦ୍ଧି, କିନ୍ତୁ ୧୫୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୬୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୩୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧୦

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୪୧

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୨୧

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୮୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୩୪୪ ଏବଂ ବର୍ତ୍ତମାନ ୧୪୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି କରୋନା ମାମଲାରେ ବଡ ହ୍ରାସ, ୧୬୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୭୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୬

ଭଦରକା ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୬

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୩

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୨୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୭

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୧୪

ଷ୍ଟେଟ ପୁଲରୁ- ୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୯୧୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୧୨୬ ଏବଂ ବର୍ତ୍ତମାନ ୧୫୫୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଭାରତରେ ୫,୬୬୪ ନୂତନ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭,୯୨୨ କୁ ବୃଦ୍ଧି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡ-୧୯ ର ୫ ହଜାର ୬୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ୪୫ ଲକ୍ଷ ୩୪ ହଜାର ୧୮୮ ଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୪୬ ହଜାର ୮୪୮ ରୁ ୪୭ ହଜାର ୯୨୨ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ସଂକ୍ରମଣ ହେତୁ ଅଧିକ ୩୫ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୩୭ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଚାରି ହଜାରରୁ ଅଧିକ ନୂଆ ମାମଲା ଚିହ୍ନଟ, ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪ ହଜାର ୩୫୫ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ, କରୋନାରୁ ୫ ହଜାର ୧୭୮ ଜଣ ଲୋକ କରୋନାରୁ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ହେତୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ସମଗ୍ର ଦେଶରେ କରୋନା ରୋଗର ମୋଟ ସକ୍ରିୟ ମାମଲା ୪୬ ହଜାର ୩୪୭କୁ ଖସି ଆସିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୨୬୯ ଆକ୍ରାନ୍ତ ଚିହ୍ନଟ: ବଢୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୮

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୪୯

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୬୬

ମୟୂରଭଞ୍ଜ ଜିଲ୍ଲାରୁ- ୪

ନବରଙ୍ଗପୁର ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୯୯୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ଏବଂ ବର୍ତ୍ତମାନ ୧୭୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୫୦ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା, ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନାରେ ୬ ହଜାର ୯୩ ଜଣ ଲୋକ ସଂକ୍ରମିତ ହୋଜିଛନ୍ତି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪,୪୪,୮୪,୭୨୯ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ୪୯,୬୩୬ କୁ ହ୍ରାସ ପାଇଛି।

ତଥ୍ୟ ଅନୁଯାୟୀ, ଦେଶରେ ସଂକ୍ରମଣ ହେତୁ ଆହୁରି ୩୧ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫,୨୮,୧୨୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୬ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦,୩୪୨ କୁ ହ୍ରାସ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କରୋନା ସଂକ୍ରମଣର ୬ ହଜାର ୩୯୫ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୪,୭୮,୬୩୬ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୫୦,୩୪୨ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ଅଦ୍ୟତନ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ଆଉ ୩୩ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୦ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ପୁଣି ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୨୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୯୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୯

ବଲାଙ୍ଗୀରି ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୩୧

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୧୦

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୫୪

କୋରାପୁଟ ଜିଲ୍ଲାରୁ- ୩

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୪

ନବରଙ୍ଗପୁର ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୪୯

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୯

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୬୧

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୨୦୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୩୫୧ ଏବଂ ବର୍ତ୍ତମାନ ୧୬୧୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।