ବିଶେଷ ଖବର ୫୦ରେ ପହଞ୍ଚିଲା ଏକନାଥ ସିନ୍ଦେଙ୍କ ସମର୍ଥିତ ବିଧାୟକଙ୍କ ସଂଖ୍ୟା, ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀକାଳୀନ ବୈଠକ ମୁମ୍ବାଇ: ବରିଷ୍ଠ ନେତା ଏକନାଥ ସିନ୍ଦେଙ୍କ ବିଦ୍ରୋହ ପରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। କୁହାଯାଉଛି କି ସିନ୍ଦେଙ୍କୁ ସମର୍ଥନ କରୁଥିବା…