ଆଞ୍ଚଳିକ ବାଣପୁର ମେଡିକାଲ ପରିଦର୍ଶନ କଲେ ଖୋର୍ଦ୍ଧା ସିଡିଏମଓ: ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଲାଗି ଦେଲେ ପ୍ରତିଶୃତି ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ସିଡିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଆଜି ପୂର୍ବାହ୍ନରେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଫେରିଯାଇଛନ୍ତି। ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ…