ସମ୍ଭାବ୍ୟ ବାତ୍ୟା ମୁକାବିଲା

ନୂଆଦିଲ୍ଲୀ: ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି) ବୈଠକରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କରାଯାଇଛି। କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ…