ଆଜିର ଖବର ସମ୍ମକ୍କା ସାରକ୍କା କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ଲୋଗୋ ଉନ୍ମୋଚିତ ନୂଆଦିଲ୍ଲୀ/ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟଗୁଡ଼ିକ ସାମାଜିକ ଆବଶ୍ୟକତା ପୂରଣ କରିବା ପାଇଁ ନୂତନତାର କେନ୍ଦ୍ର ହେବା ଉଚିତ୍। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ…