ଆଜିର ଖବର ୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ହାତକୁ ନେଉଛନ୍ତି। ଭିଜନ୍ ଓଡ଼ିଶା ୨୦୩୬ ନିମନ୍ତେ ରାଜ୍ୟ ସରକାର ମହତ୍ୱକାଂକ୍ଷୀ…