ଆଜିର ଖବର କରୋନା ଟୀକା ପାଇଁ ସମ୍ମୁଖ ଯୋଦ୍ଧା ତାଲିକାରେ ଆସିଲେ ବିଭିନ୍ନ ବର୍ଗର କର୍ମଚାରୀ ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଟୀକା ପାଇଁ ସମ୍ମୁଖ ଯୋଦ୍ଧା ଭାବେ ରାଜ୍ୟରେ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ସାମିଲ କରାଯାଇଛି। ବନ…