‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭଗବାନ ମହାବୀର ଜୟନ୍ତୀର ଶୁଭ ଅବସରରେ ଗୁଜରାଟର ଗାନ୍ଧୀନଗରସ୍ଥିତ କୋବା ତୀର୍ଥଠାରେ ‘ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟ’ (ଜୈନ ଐତିହ୍ୟ ସଂଗ୍ରହାଳୟ)କୁ…