ଜାତୀୟ ଖବର ‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର ନୂଆଦିଲ୍ଲୀ: ପଶ୍ଚିମ ଏସିଆର ପରିସ୍ଥିତି ସମ୍ପର୍କରେ ଗଣମାଧ୍ୟମକୁ ଅବଗତ କରାଇବା ପାଇଁ, ଭାରତ ସରକାର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ଏକ ସାମ୍ବାଦିକ ସମ୍ମିଳନୀ ଡକାଇଥିଲେ। ପେଟ୍ରୋଲିୟମ ଏବଂ…