ଜାତୀୟ ଖବର ଲୁଙ୍ଗି ପିନ୍ଧି ସାମ୍ବାଦିକ ସମ୍ମିଳନୀ କଲା ବିଜେଡି, ଯଦି ଏହାର କାରଣ କଣ ଜାଣିବାକୁ ଚାହୁଁଛନ୍ତି ତେବେ କ୍ଲିକ କରି ପଢନ୍ତୁ ଭୁବନେଶ୍ବର: ଆଜି ଶଙ୍ଖ ଭବନରେ ବିଜେଡି ଏକ ସାମ୍ବାଦିକ ସମ୍ମିଳନୀ କରିଛି। ଏଥିରେ ସାଂସଦ ସସ୍ମିତ ପାତ୍ର ଏବଂ ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର ଥିଲେ।…