ଆଜିର ଖବର ମହିଳା ସମବାୟ କର୍ମଚାରୀଙ୍କ ସହ ‘ସହକାର ସମ୍ବାଦ” ଆୟୋଜନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଅନ୍ତର୍ଜାତୀୟ ସମବାୟ ବର୍ଷ ୨୦୨୫ ଅଧୀନରେ ଆୟୋଜିତ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ୱରୂପ ଗୁଜରାଟର ଅହମ୍ମଦାବାଦରେ ଗୁଜରାଟ,…