ଆଜିର ଖବର ଭାରତ ସରକାରଙ୍କ ଏ.ଡି.ଆଇ.ପି ଯୋଜନା ମାଧ୍ୟମରେ ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ ଭୁବନେଶ୍ଵର: ଭାରତ ସରକାରଙ୍କ ଏ.ଡି.ଆଇ.ପି ଯୋଜନା ମାଧ୍ୟମରେ ଦିବ୍ୟାଙ୍ଗ ମାନଙ୍କୁ ସହାୟକ ଉପକରଣ ବଣ୍ଟନ ସମାରୋହ ନରସିଂହ ଚୌଧୁରୀ ସ୍ଵୟଂଶାସିତ ମହାବିଦ୍ୟାଳୟ, ଯାଜପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି।…