ଆଜିର ଖବର ସାଇକେଲରେ ବିଧାନସଭା ଆସିଲେ ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ଜାଣନ୍ତୁ କାହିଁକି ? ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେସନ ଆରମ୍ଭ ହୋଇଛି। ଏଥିରେ ରାଜ୍ୟପାଳ ରଘୁବର ଦାସ ନିଜର ଅଭିଭାଷଣ ରଖିଛନ୍ତି। ନୂଆ ସରକାରର ନୂଆ ଅଧିବେସନ ହୋଇଥିବାରୁ…