ଆଜିର ଖବର ୟୁନିଭରସିଟି ଅଫ୍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ଏସ୍ ଆଣ୍ଡ ଟି ମଧ୍ୟରେ ଏମ୍ଓୟୁରେ ସ୍ୱାକ୍ଷର ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲ୍ୟୁଏ) ଏବଂ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି (ଏସ୍ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍ ଦି ପ୍ରିନସିପାଲ ସାଇଣ୍ଟିଫିକ…