ଆଞ୍ଚଳିକ ବାଣପୁରରେ ସାଇବର ସଚେତନତା ରଥକୁ ବିପୁଳ ସ୍ୱାଗତ ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି ପରିପ୍ରେକ୍ଷୀରେ…