ଆଜିର ଖବର ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍ଏସ୍-୦୩ର ସଫଳ ଉତ୍କ୍ଷେପଣ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ସବୁଠାରୁ ଭାରୀ ସଞ୍ଚାର ଉପଗ୍ରହ ସିଏମ୍ଏସ୍-୦୩ର ସଫଳ ଉତ୍କ୍ଷେପଣ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ଅଭିନନ୍ଦନ ଜଣାଇଛନ୍ତି।…