ଆଜିର ଖବର ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୩୪୩୫ ସିଲିଣ୍ଡର ଜବତ ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି। ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ୟାସ ସିଲିଣ୍ଡର…