ସୀମା ସୁରକ୍ଷା ସୁଦୃଢ଼ୀକରଣ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରାଜସ୍ଥାନର ବିକାନେରରେ ଏକ ଉଚ୍ଚସ୍ତରୀୟ ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯେଉଁଥିରେ ଭାରତ-ପାକିସ୍ତାନ (ଆଇ.ପି.ବି.)…