ଆଞ୍ଚଳିକ ସୁନାମି ପ୍ରସ୍ତୁତି ନେଇ ଜଗତସିଂହପୁର ଜିଲ୍ଲାକୁ ମିଳିଲା ଆନ୍ତର୍ଜାତୀୟ ସମ୍ମାନ ରମେଶ ମହାନ୍ତି ଜଗତସିଂହପୁର: ସୁନାମି ପ୍ରସ୍ତୁତି ନେଇ ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକ ଗଡହରିଶପୁର ନୋଳିଆସାହି ଗାଁକୁ ମିଳିଲା ଆନ୍ତର୍ଜାତୀୟ ସମ୍ମାନ। ଜିଲ୍ଲା ପ୍ରଶାସନ ତରଫରୁ ସୁନାମି…