ଆଜିର ଖବର ଜଙ୍କିଆ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୪ ମୃତ ଜଙ୍କିଆ: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ବଡ ପୋଖରିଆ ସୁନେଈ ରୁପେଇ ଛକ ନିକଟରେ…