ଆଜିର ଖବର ସ୍ୱର୍ଣ୍ଣ ପଦକ ବିଜୟୀ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ: ପ୍ୟାରିସ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୬୪ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ…