ଆଜିର ଖବର ଖଡ଼ଗପୁର ଡିଭିଜନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ଟ୍ରେନ ବାତିଲ୍ ଭୁବନେଶ୍ୱର: ଖଡ଼ଗପୁର ଡିଭିଜନରେ ଚାଲିଥିବା ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି, କାର୍ଯ୍ୟଗୁଡ଼ିକର ନିରାପଦ ଏବଂ ସୁଗମ ପରିଚାଳନା ପାଇଁ କେତେକ ଟ୍ରେନର ଚଳାଚଳକୁ ନିର୍ଦ୍ଦିଷ୍ଟ…