ଆଜିର ଖବର ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲରେ ଅନୁଷ୍ଠିତ ହୋଯାଇଅଛି। ଭି ଭି ଗିରି ସରକାରୀ ମହିଳା ମାଧ୍ୟମିକ…