Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୮୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ପୁରୀରୁ ୧୩, ସମ୍ବଲପୁରରୁ ୯, ସୁନ୍ଦରଗଡରୁ ୯, ଅନୁଗୁଳରୁ ୫, ବାଲେଶ୍ବରରୁ ୪, ଝାରସୁଗୁଡାରୁ ୪, ଯାଜପୁରରୁ ୩, ମୟୂରଭଞ୍ଜରୁ ୩, ନୂଆପଡାରୁ ୩, କଟକରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୯୨୪ କୁ ବୃଦ୍ଧି ହୋଇଛି। ତେବେ ୫୫୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୯ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୭୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ  କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୬୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪, ଖୋର୍ଦ୍ଧାରୁ ୯, ମୟୂରଭଞ୍ଜରୁ ୭, ନୂଆପଡ଼ାରୁ ୬, ସମ୍ବଲପୁରରୁ ୬, ବାଲେଶ୍ବରରୁ ୫, ବଲାଙ୍ଗୀରିରୁ ୫, ଯାଜପୁରରୁ ୫, ସୁନ୍ଦରଗଡରୁ ୫, ଝାରସୁଗୁଡାରୁ ୩, ପୁରୀରୁ ୩, ଢେଙ୍କାନାଳରୁ ୨, ସୋନପୁରରୁ ୧, ଅନୁଗୁଳରୁ ୧, କଟକରୁ ୧, କଳାହାଣ୍ଡିରୁ ୧, ନୟାଗଡରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୨୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ କୁ ବୃଦ୍ଧି ହୋଇଛି। ତେବେ ୫୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୪, ମୟୂରଭଞ୍ଜରୁ ୭, ଝାରସୁଗୁଡାରୁ ୬, ବାଲେଶ୍ବରରୁ ୫, କଟକରୁ ୫, ବରଗଡରୁ ୪, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ରାୟଗଡ଼ାରୁ ୩, ନୂଆପଡାରୁ ୨, ଖୋର୍ଦ୍ଧାରୁ ୧, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨୨ କୁ ବୃଦ୍ଧି ହୋଇଛି। ତେବେ ୬୫୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪ ଜଣଙ୍କ ଆକ୍ରାନ୍ତ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୧, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୬, ବରଗଡରୁ ୬, କଟକରୁ ୬, ଅନୁଗୁଳରୁ ୫, ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତିରୁ ୩, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, ନୂଆପଡ଼ାରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧  ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ କୁ ବୃଦ୍ଧି ହୋଇଛି। ତେବେ ୭୨୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସୁନ୍ଦରଗଡ, ପୁରୀ ଏବଂ ଖୋର୍ଦ୍ଧାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୭, ଯାଜପୁରରୁ ୫, ସମ୍ବଲପୁରରୁ ୫, ବାଲେଶ୍ବରରୁ ୩, କଟକରୁ ୩, ଅନୁଗୁଳରୁ ୨, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ଏବଂ ଷ୍ଟେଟ ପୁଲରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୯୮୪ କୁ ବୃଦ୍ଧି ହୋଇଛି। ତେବେ ୭୪୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୩, ସୁନ୍ଦରଗଡରୁ ୧୦, ବାଲେଶ୍ବରରୁ ୭, ବରଗଡରୁ ୫, ଝାରସୁଗୁଡ଼ାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୋନପୁରରୁ ୪, ରାୟଗଡ଼ାରୁ ୩, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ଯାଜପୁରରୁ ୨, ଅନୁଗୁଳରୁ ୧, ବଲାଙ୍ଗୀରିରୁ ୧, ଦେବଗଡ଼ରୁ ୧, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୨୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଛି। ତେବେ ୬୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୪, ବରଗଡରୁ ୧୩, ବାଲେଶ୍ବରରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ଖୋର୍ଦ୍ଧାରୁ ୮, କଟକରୁ ୭, ଯାଜପୁରରୁ ୬, କେନ୍ଦୁଝରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, ଗଜପତିରୁ ୩, ଜଗତସିଂହପୁରରୁ ୩, କୋରାପୁଟରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, ରାୟଗଡାରୁ ୨, ଭଦ୍ରକରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୯୫୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ସ୍ଥାନୀୟ ଅଞ୍ଚଳରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦଗଡରୁ ୨୩, ପୁରୀରୁ ୨୦, ସମ୍ବଲପୁରରୁ ୧୯, ଅନୁଗୁଳରୁ ୧୩, ଯାଜପୁରରୁ ୮, ବରଗଡରୁ ୬, ଭଦ୍ରକରୁ ୫, କେନ୍ଦୁଝରରୁ ୪, ନୂଆପଡ଼ାରୁ ୪, ବଲାଙ୍ଗୀରିରୁ ୩, କଟକରୁ ୩, ଦେବଗଡ଼ରୁ ୩, ଝାରସୁଗୁଡାରୁ ୩, ଜଗତସିଂହପୁରରୁ ୩, ଖୋର୍ଦ୍ଧାରୁ ୩, ଗଜପତିରୁ ୨, ଗଞ୍ଜାମରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବାଲେଶ୍ବରରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧ ଏବଂ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୬୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୫୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ବଲାଙ୍ଗୀରିରୁ ଏବଂ  ସୁନ୍ଦରଗଡରୁ ୪୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରସୁଗୁଡ଼ାରୁ ୧୨, ଖୋର୍ଦ୍ଧାରୁ ୧୦, ପୁରୀରୁ ୧୦, କେନ୍ଦ୍ରାପଡାରୁ ୯, ମୟୂରଭଞ୍ଜରୁ ୯, ବାଲେଶ୍ବରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୪, ନୂଆପଡାରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୪୪ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୬, ଖୋର୍ଦ୍ଧାରୁ ୩୩, ଅନୁଗୁଳରୁ ୨୧, କଟକରୁ ୨୧, ସମ୍ବଲପୁରରୁ ୧୯, ବରଗଡରୁ ୧୮, ବଲାଙ୍ଗୀରିରୁ ୧୬, ମୟୂରଭଞ୍ଜରୁ ୧୬, ଯାଜପୁରରୁ ୧୧, ବାଲେଶ୍ବରରୁ ୧୦, କେନ୍ଦ୍ରାପଡାରୁ ୧୦, ନୂଆପଡାରୁ ୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, ଭଦ୍ରକରୁ ୨, ଜଗତସିଂହପୁରରୁ ୨, ନବରଙ୍ଗପୁରରୁ ୨, କେନ୍ଦୁଝରରୁ ୧, ନୟାଗଡରୁ ୧, ପୁରୀରୁ ୧  ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୬ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୦୯ କୁ ବୃଦ୍ଧି ହୋଇଛି। ତେବେ ୨୧୬୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୮୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ପୁଣି ୩୬୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୩୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୬୬, ଖୋର୍ଦ୍ଧାରୁ ୪୬, ମୟୂରଭଞ୍ଜରୁ ୨୮, ଅନୁଗୁଳରୁ ୨୧, ବରଗଡରୁ ୨୧, ବାଲେଶ୍ବରରୁ ୨୦, କଟକରୁ ୨୦, ପୁରୀରୁ ୨୦, ସମ୍ବଲପୁରରୁ ୧୭, ବଲାଙ୍ଗିରିରୁ ୧୪,  କଳାହାଣ୍ଡିରୁ ୧୩, କେନ୍ଦ୍ରାପଡାରୁ ୧୧, ଜଗତସିଂହପୁରରୁ ୯, ଗଞ୍ଜାମରୁ ୭,  ନୂଆପଡାରୁ ୭, ଝାରସୁଗୁଡାରୁ ୬, କେନ୍ଦୁଝରରୁ ୬, ଢେଙ୍କାନାଳରୁ ୫, କୋରାପୁଟରୁ ୪, ଭଦ୍ରକରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୨, ଯାଜପୁରରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଓ ଷ୍ଟେଟପୁଲରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ୯୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୫୦୫ କୁ ବୃଦ୍ଧି ହୋଇଛି। ତେବେ ୨୬୭୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୨୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ପୁଣି ସୁସ୍ଥ ହେଲେ ୫୭୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୫୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଅନୁଗୁଳରୁ ୭୮ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୪, ମୟୂରଭଞ୍ଜରୁ ୫୧, ସୁନ୍ଦରଗଡରୁ ୪୩, ବଲାଙ୍ଗିରିରୁ ୪୧, ଖୋର୍ଦ୍ଧାରୁ ୪୦, ପୁରୀରୁ ୩୭, ବାଲେଶ୍ବରରୁ ୩୪, କଳାହାଣ୍ଡିରୁ ୨୪, ଜଗତସିଂହପୁରରୁ ୨୦, ଯାଜପୁରରୁ ୧୮, ନୂଆପଡ଼ାରୁ ୧୭, ବରଗଡରୁ ୧୪, କେନ୍ଦୁଝରରୁ ୧୪, କେନ୍ଦ୍ରାପଡାରୁ ୧୩, ସମ୍ବଲପୁରରୁ ୧୩, ଭଦ୍ରକରୁ ୧୨, ଢେଙ୍କାନାଳରୁ ୮, ଝାରସୁଗୁଡାରୁ ୭, ନବରଙ୍ଗପୁରରୁ ୬, ରାୟଗଡାରୁ ୩, ସୋନପୁରରୁ ୩, ଦେବଗଡରୁ ୨, ଗଞ୍ଜାମରୁ ୨, କନ୍ଧାମଳରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ୍ ପୁଲରୁ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୫ ହଜାର ୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ ମଧ୍ୟରୁ ୩ ହଜାର ୫୩୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୭୧ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନାକୁ ପରାସ୍ତ କରି ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୯୭ ବର୍ଷୀୟ ବୟୋଜ୍ୟେଷ୍ଠ

ଭୁବନେଶ୍ୱର: କରୋନାକୁ ପରାସ୍ତ କରୁଛନ୍ତି ବୟୋଜ୍ୟେଷ୍ଠ ଏବଂ ହାର ମାନୁଛି କରୋନା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ମିଳିଲେ ପରିଣତ ବୟସରେ ପହଂଚିଥିବା ବ୍ୟକ୍ତିମାନେ ଯେ କରୋନାରୁ ସୁସ୍ଥ ହୋଇପାରିବେ ଏକଥା ପୁଣି ଥରେ ପ୍ରମାଣିତ ହୋଇଛି ସମ୍ କୋଭିଡ ହସ୍ପିଟାଲ୍‌ରେ। ସମ୍ କୋଭିଡ୍ ହସ୍ପିଟାଲ୍‌ରୁ କୋଭିଡ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୯୭ ବର୍ଷୀୟ ବୃଦ୍ଧ ଶ୍ରୀ ନଟବର ଦାଶ।

କଟକ ଜିଲ୍ଲା କିଶୋର ନଗର ଅଂଚଳର ୯୭ ବର୍ଷୀୟ ଶ୍ରୀ ନଟବର ଦାସ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ।  ନଟବରଙ୍କର ଶ୍ୱାସ ଜନିତ ସମସ୍ୟା, ଉଚ୍ଚ ରକ୍ତଚାପ ଓ ମଧୁମେହ ଭଳି ବ୍ୟାଧି ମଧ୍ୟ ରହିଥିଲା। କୋଭିଡ ପଜିଟିଭ୍ ହେବା ପରେ ସେ ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ସମ୍ କୋଭିଡରେ ଭର୍ତି ହେବା ପରେ ତାଙ୍କୁ ତୁରନ୍ତ ଆଇସିୟୁରେ ରଖାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା।

ତେବେ ସମ୍ କୋଭିଡ ଟିମ୍‌ର ଅପ୍ରାଣ ଉଦ୍ୟମ, ଉତମ ଚିକିତ୍ସା ଓ ଯତ୍ନ ଫଳରେ କରୋନାରୁ ସୁସ୍ଥ ହୋଇଛନ୍ତି ଏହି ୯୭ ବର୍ଷୀୟ ବୟସ୍କ ବ୍ୟକ୍ତି ଜଣକ। ଗତ ନଭେମ୍ବର ୧୮ ତାରିଖରେ ସେ କରୋନା ସଂକ୍ରମିତ ହୋଇ ସମ୍ କୋଭିଡ୍‌ରେ ଭର୍ତ୍ତି ହୋଇଥିବା ବେଳେ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଘରକୁ ଫେରିବା ସମୟରେ ନଟବର ସମ୍ କୋଭିଡ୍ ଟିମ୍‌କୁ ଉଚ୍ଚ ପ୍ରଶଂସା କରିଥିବା ବେଳେ ତାଙ୍କ ପୁଅ କିଶୋର ଚନ୍ଦ୍ର ଦାଶ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି। ନଟବରଙ୍କ ଭଳି ଅନେକ ବୟୋଜ୍ୟେଷ୍ଠ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୨୩୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୯ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୮ ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

ସେହିପରି ଆଜି ୨୩୭ ଜଣ ସୁସ୍ଥ ହୋଇଛନ୍ତି। ନୂତନ ୮୭ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ୭୨ ରେ ପହଞ୍ଚିଛି। ସେହିପରି ଏବେ ସୁଦ୍ଧା ୨୭ ହଜାର ୩୧୭ ଜଣ ସୁସ୍ଥ ହୋଇଥିବାବେଳେ ୧୬୪ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବର ମହାନଗରରେ ଏବେବି ୧ ହଜାର ୫୭୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୭୧ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୭୧ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୩୦୧ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୨୧୨, କଟକରୁ ୧୮୨, ମୟୂରଭଞ୍ଜରୁ ୯୬, ଅନୁଗୁଳରୁ ୯୦, ଝାରସୁଗୁଡାରୁ ୮୦, ନୂଆପଡାରୁ ୭୮, କେନ୍ଦ୍ରାପଡାରୁ ୭୨, ବରଗଡରୁ ୭୧, ଯାଜପୁରରୁ ୬୯, ବଲାଙ୍ଗିରିରୁ ୬୭, ପୁରୀରୁ ୬୬, ସୋନପୁରରୁ ୬୬, ଜଗତସିଂହପୁରରୁ ୫୯, ବାଲେଶ୍ବରରରୁ ୫୮, କେନ୍ଦୁଝରରୁ ୫୮, କଳାହାଣ୍ଡିରୁ ୫୧, ସମ୍ବଲପୁରରୁ ୫୦, କନ୍ଧମାଳରୁ ୪୩, ଢେଙ୍କାନାଳରୁ ୪୩, ଭଦ୍ରକରୁ ୩୫, ମାଲକାନଗିରିରୁ ୩୩, କୋରାପୁଟରୁ ୩୦, ଗଞ୍ଜାମରୁ ୨୪, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୯, ନୟାଗଡରୁ ୧୭, ଦେବଗଡରୁ ୧୨, ରାୟଗଡାରୁ ୧୨, ଗଜପତିରୁ ୫ ଏବଂ ଷ୍ଟେଟ ପୁଲରୁ ୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୬୪ ହଜାର ୧୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୧ ହଜାର ୨୧୫ ମଧ୍ୟରୁ ୧୫ ହଜାର ୮୧୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୪୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୮୫୦ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୮୫୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୬୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗିରିରୁ ୭୨, ଝାରସୁଗୁଡାରୁ ୭୨, ବାଲେଶ୍ବରରୁ ୬୯, ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧରୁ ୪୧, ନୂଆପଡାରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡାରୁ ୨୭, କୋରାପୁଟରୁ ୨୬, ଦେବଗଡରୁ ୧୫, ଗଜପତି ୩ ଏବଂ ଷ୍ଟେଟ ପୁଲରୁ ୨୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୪୧ ହଜାର ୩୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।