Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୨, ବାଲେଶ୍ବରରୁ ୯, କଟକରୁ ୯, ବରଗଡରୁ ୮, ପୁରୀରୁ ୭, ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୂରଭଞ୍ଜରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩, ନୂଆପଡ଼ାରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨, ଜଗତସିଂହପୁରରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, ଝାରସୁଗୁଡ଼ାରୁ ୧ ଏବଂ କଳାହାଣ୍ଡିରୁ ଜଣେ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଛି। ତେବେ ୬୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୯, ଅନୁଗୁଳରୁ ୮, ପୁରୀରୁ ୮, ଯାଜପୁରରୁ ୭, ନୂଆପଡ଼ାରୁ ୭, ଝାରସୁଗୁଡ଼ାରୁ ୫, ରାୟଗଡ଼ାରୁ ୫, ବାଲେଶ୍ବରରୁ ୪, କଟକରୁ ୪, ଦେବଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୪, ଭଦ୍ରକରୁ ୩, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, ବରଗଡରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୯୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୭୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୦୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୫, ଖୋର୍ଦ୍ଧାରୁ ୧୭, ସୁନ୍ଦରଗଡରୁ ୧୫, ସମ୍ବଲପୁରରୁ ୯, ବରଗଡରୁ ୭, ପୁରୀରୁ ୭, ବାଲେଶ୍ବରରୁ ୬, ଜଗତସିଂହପୁରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୪, ଯାଜପୁରରୁ ୪, ଗଞ୍ଜାମରୁ ୩, ରାୟଗଡାରୁ ୩, ଝାରସୁଗୁଡାରୁ ୩, ରାୟଗଡ଼ାରୁ ୩, ମୟୂରଭଞ୍ଜରୁ ୨, ନୟାଗଡରୁ ୨, ବଲାଙ୍ଗୀରିରୁ ୧, ଢେଙ୍କାନାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ କୁ ବୃଦ୍ଧି ହୋଇଛି। ତେବେ ୭୭୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୧ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ମଧ୍ୟରୁ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୨, ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଛି। ତେବେ ୮୨୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୨୨, ବରଗଡରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳରୁ ୭, ବାଲେଶ୍ବରରୁ ୭, ଭଦ୍ରକରୁ ୭, ପୁରୀରୁ ୭, କଳାହାଣ୍ଡିରୁ ୬, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୩, ନବରଙ୍ଗପୁରରୁ ୩, ରାୟଗଡ଼ାରୁ ୩, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବଲାଙ୍ଗୀରିରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଛି। ତେବେ ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୭୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ପୁରୀରୁ ୧୫, ସୁନ୍ଦଗଡରୁ ୧୪, ବାଲେଶ୍ବରରୁ ୧୧, , ବରଗଡରୁ ୯, କଟକରୁ ୯, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୮, ଯାଜପୁରରୁ ୮, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୬, ବଲାଙ୍ଗୀରିରୁ ୫, ଝାରସୁଗୁଡାରୁ ୪, ନବରଂଗପୁରରୁ ୪, ଅନୁଗୁଳରୁ ୪, ଗଞ୍ଜାମରୁ ୩, ମୟୂରଭଞ୍ଜରୁ ୩, କଳାହାଣ୍ଡିରୁ ୨, ଦେବଗଡ଼ରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୭ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୮ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ପୁରୀରୁ ୧୭, ସୁନ୍ଦରଗଡରୁ ୧୫, ନୂଆପଡ଼ାରୁ ୧୦, ବାଲେଶ୍ବରରୁ ୯, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୫, ଜଗତସିଂହପୁରରୁ ୪, ବରଗଡରୁ ୩, ଯାଜପୁରରୁ ୩, ଝାରସୁଗୁଡାରୁ ୩, କଟକରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, ଦେବଗଡରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୫୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୯, ଖୋର୍ଦ୍ଧାରୁ ୧୯, ପୁରୀରୁ ୧୬, ସମ୍ବଲପୁରରୁ ୧୨, ବରଗଡରୁ ୧୦, ଅନୁଗୁଳରୁ ୯, କଟକରୁ ୭, ଯାଜପୁରରୁ ୭, ବାଲେଶ୍ବରରୁ ୬, ନୂଆପଡାରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩, ବଲାଙ୍ଗୀରିରୁ ୨, ବୌଦ୍ଧରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, ଭଦ୍ରକରୁ ୧, ଦେବଗଡରୁ ୧, ଜଗତସିଂହପୁରରୁ ୧ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୪୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୨୯ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୫, ନୂଆପଡାରୁ ୧୪, ଅନୁଗୁଳରୁ ୧୩, ପୁରୀରୁ ୧୩, ସମ୍ବଲପୁରରୁ ୧୨, ବରଗଡରୁ ୧୦, ବାଲେଶ୍ବରରୁ ୭, ଯାଜପୁରରୁ ୭, ଝାରସୁଗୁଡାରୁ ୬, ସୋନପୁରରୁ ୬, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୪, କଟକରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୨୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୪୩୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୮୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୪୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୯, ପୁରୀରୁ ୧୯, ସମ୍ବଲପୁରରୁ ୧୯, ନୂଆପଡାରୁ ୧୮, ବରଗଡରୁ ୧୫, କଟକରୁ ୧୪, ବାଲେଶ୍ବରରୁ ୧୧, ଖୋର୍ଦ୍ଧାରୁ ୧୧, ଯାଜପୁରରୁ ୭, ଝାରସୁଗୁଡାରୁ ୪, କୋରାପୁଟରୁ ୪, ବଲାଙ୍ଗୀରିରୁ ୩, କେନ୍ଦ୍ରାପଡାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୩, ନବରଙ୍ଗପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କେନ୍ଦୁଝରରୁ ୧, ମାଲକାନାଗିରିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୧ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩୦୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଝାରସୁଗୁଡାରୁ ୩୩, ବରଗଡରୁ ୨୨, ସମ୍ବଲପୁରରୁ ୨୨, ସୁନ୍ଦରଗଡରୁ ୨୨, ପୁରୀରୁ ୧୪, ନୂଆପଡ଼ାରୁ ୧୩, ଖୋର୍ଦ୍ଧାରୁ ୧୦, କଟକରୁ ୮, ଯାଜପୁରରୁ ୮, ବାଲେଶ୍ବରରୁ ୭, କୋରାପୁଟରୁ ୬, ସୋନପୁରରୁ ୬, ଅନୁଗୁଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, କଳାହାଣ୍ଡିରୁ ୨, ନୟାଗଡରୁ ୨, ବୌଦ୍ଧରୁ ୧, ଦେବଗଡ଼ରୁ ୧, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୯୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୧୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୨୩୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ଵର: ଆଜି ରାଜ୍ୟରୁ ୨୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୭, ଝାରସୁଗୁଡାରୁ ୨୨, ଅନୁଗୁଳରୁ ୧୮, ସମ୍ବଲପୁରରୁ ୧୬, ପୁରୀରୁ ୧୫, କଟକରୁ ୧୪, ଖୋର୍ଦ୍ଧାରୁ ୧୨, ବାଲେଶ୍ବରରୁ ୯, ଯାଜପୁରରୁ ୯, ନୂଆପଡ଼ାରୁ ୯, ବରଗଡରୁ ୮, ବଲାଙ୍ଗୀରିରୁ ୮, ନୟାଗଡରୁ ୮, ମୟୂରଭଞ୍ଜରୁ ୫, ବୌଦ୍ଧରୁ ୩, କେନ୍ଦୁଝରରୁ ୩, ଭଦ୍ରକରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୨, କେନ୍ଦ୍ରାପଡାରୁ ୨, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୭୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୨୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୩୦୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।