ବିଶେଷ ଖବର SOA Yuva Sahitya Sammana: ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ପ୍ରଦାନ କରାଗଲା ସୋଆ ଯୁବ ସାହିତ୍ୟ ସମ୍ମାନ SOA Yuva Sahitya Sammana: ସମାଜରେ ଯଦି ଜନଜାତି ସଂସ୍କୃତି ଓ ପରମ୍ପରାକୁ ଅନୁସରଣ କରାଯାଏ ତେବେ ବର୍ତମାନ ସମାଜରେ ଉପୁଜୁଥିବା ଅନେକ ସମସ୍ୟାର ସମାଧାନ ହୋଇପାରିବ…