ଆଜିର ଖବର ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ: ୭୫ଜଣ ସୃଜନଶୀଳ ପ୍ରତିଭାଙ୍କୁ ମିଳିବ କଳା ପ୍ରଦର୍ଶନର ବିଶେଷ ସୁଯୋଗ ନୂଆଦିଲ୍ଲୀ: ସ୍ୱାଧୀନତାର ୭୫ତମ ବର୍ଷ ଉପଲକ୍ଷେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ଅମୃତ କାଳରେ ଆସନ୍ତା ନଭେମ୍ବର ୨୦ରୁ ୨୮…