ଆଜିର ଖବର ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ କଲେ ଅମିତ ଶାହ ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗରଠାରେ ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ ମୁଦ୍ରା (ସିବିଡିସି) ଉପରେ ଆଧାରିତ ଏକ ସ୍ୱଚ୍ଛ, ଆଧୁନିକ…