ଆଜିର ଖବର ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଲା ବସ୍: ଜଣେ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ ନୟାଗଡ଼: ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି…