ବିଶେଷ ଖବର ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା ଭୁବନେଶ୍ୱର: ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…