ଜାତୀୟ ଖବର ବରଗଡରେ ଚାଷୀ ସମାବେଶ, ଧାନ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କା, ଇନପୁଟ୍ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ବରଗଡ: ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ…