ଆଜିର ଖବର ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ନିର୍ଦ୍ଦେଶ: ଉପକୃତ ହେବେ ୬ ଶହ କର୍ମଚାରୀ ଭୁବନେଶ୍ଵର: ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ବଡ ନିର୍ଦ୍ଦେଶ। ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ରାଜ୍ୟସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ମାସରେ ଏହି ନିର୍ଦ୍ଦେଶକୁ…