ଆଞ୍ଚଳିକ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିର ବାଣପୁର: ଆଜି ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ଏବଂ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମିଳିତ ସହଯୋଗରେ ଏକ ସ୍ବେଚ୍ଛାକୃତ ରକ୍ତ ଦାନ ଶିବିରର ଆୟୋଜନ କରା ଯାଇଥିଲା।…