ଆଜିର ଖବର ଭିଡ଼ିଓ ବାର୍ତ୍ତା ଜରିଆରେ ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର ‘ଓଡ଼ିଶା ଦିବସ’ ଅବସରରେ ଦେଶ ତଥା ବିଦେଶରେ ରହୁଥିବା ସମସ୍ତ ଓଡ଼ିଆ ଭାଇ-ଭଉଣୀମାନଙ୍କୁ ଭିଡ଼ିଓ ବାର୍ତ୍ତା ଜରିଆରେ…